Numbers 27:18 — Compare Translations

5 translations compared side by side

Odia - 1840
"ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, ନୂନର ପୁତ୍ର ଯିହାଶୂେୟକୁ ନିଅ, ସେ ଉପୟୁକ୍ତତା ବ୍ଯକ୍ତି ଅଟେ, ପୁଣି ତୁମ୍ଭେ ତାଙ୍କ ଉପରେ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେ ଉପଯୁକ୍ତ ବ୍ୟକ୍ତି ଅଟେ, ପୁଣି ତୁମ୍ଭେ ତାଙ୍କ ଉପରେ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;