Numbers 27:19 — Compare Translations

5 translations compared side by side

Odia - 1840
"ଆଉ ସମସ୍ତ ମଣ୍ତଳୀ ଓ ଯାଜକ ଇଲିଯାସ ସମ୍ମୁଖ ରେ ତାହାଙ୍କୁ ଉପସ୍ଥିତ କରାଅ ଓ ତାଙ୍କୁ ତା'ର ଆଦେଶ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସମସ୍ତ ମଣ୍ତଳୀ ଓ ଯାଜକ ଇଲିୟାସର ସମ୍ମୁଖରେ ତାହାଙ୍କୁ ଉପସ୍ଥିତ କରାଅ ଓ ତାଙ୍କୁ ତା’ର ଆଦେଶ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।