Numbers 27:2 — Compare Translations

5 translations compared side by side

Odia - 1840
"ଏହି ପାଞ୍ଚଜଣ ମାଶାେ, ଇଲିଯାସର ଯାଜକ, ଅଧିପତି ଓସମସ୍ତ ମଣ୍ତଳୀ ସମ୍ମୁଖ ରେ ସମାଗମ ତମ୍ବୁ ଦ୍ବାର ରେ ଠିଆ ହାଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ପାଞ୍ଚ ଜଣ ମୋଶା, ଇଲିୟାସର ଯାଜକ, ଅଧିପତି ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,