Numbers 27:20 — Compare Translations

5 translations compared side by side

Odia - 1840
"ତାଙ୍କୁ ତୁମ୍ଭେ ଆପଣାର କିଛି ଅଧିକାର ଦିଅ ଯେପରି ସମସ୍ତ ଇଶ୍ରାୟେଲର ଲୋକମାନେ ତାଙ୍କୁ ମାନିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର ।
Odia Bible ERV 2004 (ପବିତ୍ର ବାଇବଲ)
“ତାଙ୍କୁ ତୁମ୍ଭେ ଆପଣାର କିଛି ଅଧିକାର ଦିଅ ଯେପରି ସମସ୍ତ ଇସ୍ରାଏଲର ଲୋକମାନେ ତାଙ୍କୁ ମାନିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।