Numbers 27:21 — Compare Translations
5 translations compared side by side
Odia - 1840
"ପୁଣି ସେ ଇଲିଯାସର ଯାଜକ ସମ୍ମୁଖ ରେ ଠିଆ ହବେ, ଇଲିଯାସର ତାହା ପାଇଁ ଊରୀମର ବିଚାର ଦ୍ବାରା ସଦାପ୍ରଭିଙ୍କ ସମ୍ମୁଖ ରେ ସେ ପଚାରିବ; ତବେେ ସମୁଦାଯ ମଣ୍ତଳୀ 'ବାହାରକୁ ଯିବେ'ଓ ତାଙ୍କର ଆଜ୍ଞା ଅନୁସାରେ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ତଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଇଲିୟାସର ଯାଜକ ସମ୍ମୁଖରେ ଠିଆ ହେବ, ଇଲିୟାସର ତାହା ପାଇଁ ଊରୀମର ବିଗ୍ଭର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେ ପଗ୍ଭରିବ; ତେବେ ସମୁଦାୟ ମଣ୍ତଳୀ ‘ବାହାରକୁ ଯିବେ’ ଓ ତାଙ୍କର ‘ଆଜ୍ଞା ଅନୁସାରେ ଆସିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”