Numbers 27:22 — Compare Translations
5 translations compared side by side
Odia - 1840
"ଏଥି ରେ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପ୍ରେତ୍ୟକକ କର୍ମ କଲେ; ସେ ଯିହାଶୂେୟଙ୍କୁ ଯାଜକ ଇଲିଯାସର ସମ୍ମୁଖ ରେ ଓ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଉପସ୍ଥିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରତ୍ୟେକ କର୍ମ କଲେ; ସେ ଯିହୋଶୂୟଙ୍କୁ ଯାଜକ ଇଲିୟାସର ସମ୍ମୁଖରେ ଓ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରେ ଉପସ୍ଥିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।