Numbers 27:3 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ଯୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ଯୁବରଣ କଲେ। ସହେିମାନଙ୍କ ମଧ୍ଯରୁ ଜଣେ ନଥିଲେ, ଯେଉଁମାନେ କୋରହ ଦଳ ରେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନତେୃତ୍ବ ନଇେଥିଲେ। ତାଙ୍କର ପୁତ୍ର ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।