Numbers 27:4 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇୟିବ, ଯେ ହତେୁ ତାଙ୍କର କୌଣସି ପୁତ୍ର ନଥିଲେ। ତେଣୁ ଆମ୍ଭ ପିତୃବଂଶୀଯ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇଯିବ, ଯେହେତୁ ତାଙ୍କର କୌଣସି ପୁତ୍ର ନ ଥିଲେ। ତେଣୁ ଆମ୍ଭ ପିତୃବଂଶୀୟ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”