Numbers 27:7 — Compare Translations
5 translations compared side by side
Odia - 1840
"ସଲଫାଦର କନ୍ଯାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସମାନଙ୍କେ ପିତୃବଂଶୀଯ ଭାତୃଗଣ ମଧିଅରେ ଅବଶ୍ଯ ସମାନଙ୍କେୁ ପୈତୃକ ଅଧିକାର ଦବେ। ତେଣୁ ସମାନଙ୍କେୁ ତାହା ଦିଅ, ଯାହା ସମାନଙ୍କେର ପିତା ପାଇଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଲଫାଦର କନ୍ୟାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ। ତେଣୁ ସେମାନଙ୍କୁ ତାହା ଦିଅ, ଯାହା ସେମାନଙ୍କର ପିତା ପାଇଥା’ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
Odia IRV 2017 (ଓଡିଆ ବାଇବେଲ)
“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।