Numbers 27:8 — Compare Translations

5 translations compared side by side

Odia - 1840
"ଆଉ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଏହି ବିଧି ପ୍ରଚଳନ କର, 'ଯଦି କୌଣସି ଲୋକର ପୁତ୍ର ନଥାଇ ମୃତ୍ଯୁବରଣ କରେ, ତବେେ ତାହାର ଅଧିକାର ତା'ର କନ୍ଯା ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟ ମଲେ ଯେବେ ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଏହି ବିଧି ପ୍ରଚଳନ କର, ‘ଯଦି କୌଣସି ଲୋକର ପୁତ୍ର ନ ଥାଇ ମୃତ୍ୟୁବରଣ କରେ, ତେବେ ତାହାର ଅଧିକାର ତା’ର କନ୍ୟା ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।