Numbers 28:11 — Compare Translations

5 translations compared side by side

Odia - 1840
"ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ନିଖୁ; ମେଷବତ୍ସ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାସିକ ସମାଗମ “ଆଉ ପ୍ରତିମାସର ପ୍ରଥମ ଦିନରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇଟି ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ବିଶେଷ ହୋମବଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହୋଇ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।