Numbers 28:12 — Compare Translations

5 translations compared side by side

Odia - 1840
"ପୁଣି ପ୍ରେତ୍ୟକକ ଷଣ୍ତ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ; ଆଉ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରତ୍ୟେକ ଷଣ୍ଢ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;