Numbers 28:13 — Compare Translations
5 translations compared side by side
Odia - 1840
"ପୁଣି ପ୍ରେତ୍ୟକକ ମଷେଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ ଦବେ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାରରୁପେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରତ୍ୟେକ ମେଷଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଦେବ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।