Numbers 28:14 — Compare Translations

5 translations compared side by side

Odia - 1840
"ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ ଓ ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହା ବର୍ଷର ପ୍ରତି ମାସର ଅମାବାସ୍ୟାରେ କର୍ତ୍ତବ୍ୟ ମାସିକ ହୋମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏକ ଷଣ୍ଢ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପେୟନୈବେଦ୍ୟ ହେବ; ଏହା ବର୍ଷର ପ୍ରତିମାସର ଅମାବାସ୍ୟାରେ ମାସିକ ହୋମବଳି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
Odia IRV 2017 (ଓଡିଆ ବାଇବେଲ)