Numbers 28:15 — Compare Translations
5 translations compared side by side
Odia - 1840
"ହାମବେଳି ଓ ପଯେ ନବୈେଦ୍ଯ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।