Numbers 28:16 — Compare Translations

5 translations compared side by side

Odia - 1840
"ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।