Numbers 28:17 — Compare Translations

5 translations compared side by side

Odia - 1840
"ପୁଣି ସହେି ମାସର ପଞ୍ଚଦଶ ଦିବସ ରେ ଉତ୍ସବ ହବୋ ଉଚିତ୍; ଏହା ସାତଦିନ ୟାଏ ପାଳିତ ହବୋ ଉଚିତ୍ ଓ ଏହି ସାତଦିନ ତୁମ୍ଭମାନେେ ତାଡୀଶୂନ୍ଯ ରୋଟୀ ଭୋଜନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ମାସର ପଞ୍ଚଦଶ ଦିବସରେ ଉତ୍ସବ ହେବା ଉଚିତ୍; ଏହା ସାତ ଦିନ ଯାଏ ପାଳିତ ହେବା ଉଚିତ୍ ଓ ଏହି ସାତ ଦିନ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।