Numbers 28:18 — Compare Translations
5 translations compared side by side
Odia - 1840
"ପ୍ରଥମ ଦିନ ରେ ଏକ ପବିତ୍ର ସଭା ହବୋ ଉଚିତ୍। ସଦେିନ ତୁମ୍ଭେ ମାନେ କୌଣସି ପ୍ରକାର କାର୍ୟ୍ଯ କରବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଦିନରେ ଏକ ପବିତ୍ର ସଭା ହେବା ଉଚିତ୍। ସେଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।