Numbers 28:19 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁ; ପଶୁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହୋମବଳି ରୂପେ ଦୁଇଟି ଷଣ୍ଢ ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ଏକ ବର୍ଷିୟ ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡ଼ିକ ଖୁଣ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;