Numbers 28:20 — Compare Translations
5 translations compared side by side
Odia - 1840
"ଗୋଟିଏ ଗୋବତ୍ସ ପାଇଁ ଦେଢ ହିନ ପ୍ରେତ୍ୟକକ ଅଣ୍ତିରା ମଷେ ପାଇଁ ଏକ ହିନ ଏବଂ ପ୍ରେତ୍ୟକକ ମଷେଶାବକ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଗୋବତ୍ସ ପାଇଁ ଦେଢ଼ ହିନ ପ୍ରତ୍ୟେକ ଅଣ୍ତିରା ମେଷ ପାଇଁ ଏକ ହିନ ଏବଂ ପ୍ରତ୍ୟେକ ମେଷଶାବକ ପାଇଁ ଅର୍ଦ୍ଧହିନ ହିସାବରେ ତୈଳାକ୍ତ ସରୁ ମଇଦା ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,