Numbers 28:21 — Compare Translations
4 translations compared side by side
Odia - 1840
"ପାଇଁ ଅର୍ଦ୍ଧ ହିନ ହିସାବ ରେ ତୈଳାକ୍ତ ସରୁ ମଇଦା ଶସ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,
Odia IRV 2017 (ଓଡିଆ ବାଇବେଲ)
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,