Numbers 28:23 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରତ୍ଯହ ପ୍ରାତଃକାଳୀନ ହାମବେଳି ଛଡା ଏ ସମସ୍ତ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରତ୍ୟହ ପ୍ରାତଃକାଳୀନ ହୋମବଳି ଛଡ଼ା ଏ ସମସ୍ତ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।