Numbers 28:24 — Compare Translations

5 translations compared side by side

Odia - 1840
"ଏହି ବିଧି ଅନୁସାରେ ତୁମ୍ଭମାନେେ ସାତଦିନ ୟାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭକ୍ଷ୍ଯରୂପେ ସୁବାସିତ ନବୈେଦ୍ଯ ଉପହାର ଉତ୍ସର୍ଗ କରବା ଉଚିତ୍। ଏହା ନିତ୍ଯ ହାମବେଳି ଓ ତହିଁର ପଯେ ନବୈେଦ୍ଯ ଛଡା ତାହା ଉତ୍ସର୍ଗୀତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ଯାଏ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ବିଧି ଅନୁସାରେ ତୁମ୍ଭେମାନେ ସାତ ଦିନ ଯାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟରୂପେ ସୁବାସିତ ନୈବେଦ୍ୟ ଉପହାର ଉତ୍ସର୍ଗ କରିବା ଉଚିତ୍। ଏହା ନିତ୍ୟ ହୋମବଳି ଓ ତହିଁର ପେୟନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗୀତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।