Numbers 28:25 — Compare Translations

5 translations compared side by side

Odia - 1840
"ତା'ପରେ ସପ୍ତମ ଦିନ ରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହବେ ଓ ସଦେିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସପ୍ତମ ଦିନରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହେବ ଓ ସେଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।