Numbers 28:26 — Compare Translations

5 translations compared side by side

Odia - 1840
"ପୁଣି ପ୍ରଥମ ଫଳର ଦିନ ରେ ଅର୍ଥାତ୍ ଯେତବେେଳେ ତୁମ୍ଭମାନେେ ସାପ୍ତାହିକୀ ପର୍ବ ରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ଯ ନବୈେଦ୍ଯ ଆଣିବ, ସେତବେେଳେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ ସଦେିନ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପ୍ରଥମ-ପକ୍ଵ ଫଳର ଦିନରେ, ଅର୍ଥାତ୍, ଯେତେବେଳେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାପ୍ତାହିକ ପର୍ବ (ପେଣ୍ଟିକଷ୍ଟ) “ପୁଣି ପ୍ରଥମ ଫଳର ଦିନରେ ଅର୍ଥାତ୍ ଯେତେବେଳେ ତୁମ୍ଭେମାନେ ସାପ୍ତାହିକ ପର୍ବରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ ସେଦିନ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ପ୍ରଥମ-ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।