Numbers 28:27 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ତ, ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ମଷେଶାବକକୁ ହାମବେଳି ରୂପେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;