Numbers 28:29 — Compare Translations
4 translations compared side by side
Odia - 1840
"ପୁଣି ସାତ ମଷେବତ୍ସ ମଧ୍ଯରୁ ପ୍ରତି ମଷେବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
Odia IRV 2017 (ଓଡିଆ ବାଇବେଲ)
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;