Numbers 28:3 — Compare Translations
5 translations compared side by side
Odia - 1840
"ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।