Numbers 28:31 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପ୍ରତିଦିନର ହାମବେଳି, ତହିଁର ଭକ୍ଷ୍ଯ ନବୈେଦ୍ଯ ସମାନଙ୍କେର ସମସ୍ତ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ପଶୁଗୁଡିକ ନିଖୁଣ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ଛଡ଼ା ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁ; ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରତିଦିନର ହୋମବଳି, ତହିଁର ଭକ୍ଷ୍ୟ ନୈବେଦ୍ୟ ସେମାନଙ୍କର ସମସ୍ତ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକ ନିଖୁଣ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।”