Numbers 28:5 — Compare Translations

5 translations compared side by side

Odia - 1840
"ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଅର୍ଦ୍ଧ ହିନର ପଷୋ ତୈଳ ମିଶ୍ରିତ ଅର୍ଦ୍ଧ ହିନର ସରୁ ମଇଦା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେଷା ତୈଳମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଅର୍ଦ୍ଧହିନର ପେଷା ତୈଳମିଶ୍ରିତ ଅର୍ଦ୍ଧହିନର ସରୁ ମଇଦା ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।