Numbers 28:6 — Compare Translations
5 translations compared side by side
Odia - 1840
"ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ନିତ୍ୟ ହୋମବଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ସୀନୟ ପର୍ବତରେ ନିରୂପିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।