Numbers 28:7 — Compare Translations
5 translations compared side by side
Odia - 1840
"ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ । ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।