Numbers 28:8 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ଅନ୍ୟ ମଷେବତ୍ସକୁ ସନ୍ଧ୍ଯା ବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳ ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ, ସହେିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।