Numbers 28:9 — Compare Translations

5 translations compared side by side

Odia - 1840
"ଆଉ ବିଶ୍ରାମ ଦିନ ରେ, ଏକ ବର୍ଷୀଯ ଦୁଇଟି ନିଖୁଣ ମଷେବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମ ଦିନର ନୈବେଦ୍ୟ “ଆଉ ବିଶ୍ରାମ ଦିନରେ, ଏକ ବର୍ଷୀୟ ଦୁଇଟି ନିଖୁଣ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।