Numbers 29:1 — Compare Translations

5 translations compared side by side

Odia - 1840
"ଆଉ ସପ୍ତମ ମାସର ପ୍ରଥମ ଦିନ ରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହବୋ ଉଚିତ୍। ସହେି ଦିନ ରେ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ। ସହେି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ବନି କରିବାର ଦିନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ ।
Odia Bible ERV 2004 (ପବିତ୍ର ବାଇବଲ)
ତୂରୀଧ୍ୱନିର ପର୍ବ “ଆଉ ସପ୍ତମ ମାସର ପ୍ରଥମ ଦିନରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହେବା ଉଚିତ୍। ସେହି ଦିନରେ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। ସେହି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ୱନି କରିବାର ଦିନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।
Odia IRV 2017 (ଓଡିଆ ବାଇବେଲ)
ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।