Numbers 29:11 — Compare Translations
5 translations compared side by side
Odia - 1840
"ପୁଣି ପାପର୍ଥକ ବଳିରୂପେ ଏକ ଛାଗ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ପ୍ରାଯଶ୍ଚିତାର୍ଥକ ନବୈେଦ୍ଯ, ନିତ୍ଯ ହାମବେଳି ଓ ସମାନଙ୍କେର ନବୈେଦ୍ଯ ଓ ପଯେ ନବୈେଦ୍ଯ ଛାଡା ଏହିସବୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ; ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପାପାର୍ଥକ ବଳିରୂପେ ଏକ ଛାଗ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ପ୍ରାୟଶ୍ଚିତାର୍ଥକ ନୈବେଦ୍ୟ, ନିତ୍ୟ ହୋମବଳି ଓ ସେମାନଙ୍କର ନୈବେଦ୍ୟ ଓ ପେୟନୈବେଦ୍ୟ ଛଡ଼ା ଏହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।