Numbers 29:12 — Compare Translations

5 translations compared side by side

Odia - 1840
"ଆଉ ସମସ୍ତ ମାସର ପଞ୍ଚଦଶ ଦିନ ରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହବୋ ଉଚିତ୍। ସହେି ଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହଁ। ପୁଣି ସାତ ଦାନ ୟାଏ ଉତ୍ସବ ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପତ୍ରକୁଟୀର ପର୍ବ “ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବା ଉଚିତ୍। ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ। ପୁଣି ସାତ ଦିନ ଯାଏ ଉତ୍ସବ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।