Numbers 29:13 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ରୂପେ ତରଟେି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁ; ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ରୂପେ ତେରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।