Numbers 29:14 — Compare Translations
5 translations compared side by side
Odia - 1840
"ଶସ୍ଯ ନବୈେଦ୍ଯ ରୂପେ ପ୍ରତି ଷଣ୍ତ ପାଇଁ ଦେଢଦିନ ପ୍ରତି ଅଣ୍ତିରା ମଷେ ପାଇଁ ଏକଦିନ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ନୈବେଦ୍ୟ ରୂପେ ପ୍ରତି ଷଣ୍ଢ ପାଇଁ ଦେଢ଼ ହିନ, ପ୍ରତି ଅଣ୍ତିରା ମେଷ ପାଇଁ ଏକ ହିନ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ