Numbers 29:15 — Compare Translations

5 translations compared side by side

Odia - 1840
"ଓ ପ୍ରତି ମଷେବତ୍ସ ପାଇଁ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;
Odia Bible ERV 2004 (ପବିତ୍ର ବାଇବଲ)
ଓ ପ୍ରତି ମେଷବତ୍ସ ପାଇଁ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
Odia IRV 2017 (ଓଡିଆ ବାଇବେଲ)
ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;