Numbers 29:16 — Compare Translations

5 translations compared side by side

Odia - 1840
"ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରିବା ଉଚିତ୍। ଏହି ସମସ୍ତ ତୁମ୍ଭମାନେେ ନିତ୍ଯ ହାମବେଳି ସମାନଙ୍କେର ଶସ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ସେମାନଙ୍କର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।