Numbers 29:17 — Compare Translations
5 translations compared side by side
Odia - 1840
"ଆଉ ଦ୍ବିତୀୟ ଦିନ ରେ, ବାରଟି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରାୟିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନ ଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ଵିତୀୟ ଦିନରେ ନିଖୁ; ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଦ୍ୱିତୀୟ ଦିନରେ, ବାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,