Numbers 29:19 — Compare Translations
5 translations compared side by side
Odia - 1840
"ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। ନିତ୍ଯ ହାମବେଳି ଓ ସମାନଙ୍କେ ଅନୁରୂପ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ବ୍ଯତିତ ତୁମ୍ଭମାନେେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତିତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।