Numbers 29:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମଷେ ଓ ସାତାଟେି ଏକବର୍ଷୀଯ ମଷେଶାବକ ହାମବେଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁ; ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;