Numbers 29:20 — Compare Translations

5 translations compared side by side

Odia - 1840
"ଆଉ ଉତ୍ସବର ତୃତୀୟ ଦିନ ରେ ଏଗାରଟି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରାୟିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୃତୀୟ ଦିନରେ ନିଖୁ; ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଉତ୍ସବର ତୃତୀୟ ଦିନରେ ଏଗାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
Odia IRV 2017 (ଓଡିଆ ବାଇବେଲ)
ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,