Numbers 29:22 — Compare Translations
5 translations compared side by side
Odia - 1840
"ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ଯ ହାମବେଳି ଓ ସମାନଙ୍କେ ଅନୁରୂପ ଶସ୍ଯ ନବୈେଦ୍ଯ ଓପଯେ ନବୈେଦ୍ଯ ବ୍ଯତୀତ ସହେିସବୁ ତୁମ୍ଭମାନେେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ସେହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।