Numbers 29:28 — Compare Translations
5 translations compared side by side
Odia - 1840
"ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରାୟିବା ଉଚିତ୍। ଏ ସମସ୍ତ ନିତ୍ଯ ହାମବେଳି, ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ବ୍ଯତୀତ ଏହିଗୁଡିକ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି, ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିଗୁଡ଼ିକ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।