Numbers 29:3 — Compare Translations

5 translations compared side by side

Odia - 1840
"ଗୋଟିଏ ଷଣ୍ତ ନିମନ୍ତେ ଦେଢ ଦିନ ଓ ଅଣ୍ତିରା ମଷେ ନିମନ୍ତେ ଏକ ହିନ ତୈଳ ମିଶ୍ରିତ ସରୁ ମଇଦା ଆଉ ଶସ୍ଯ ନବୈେଦ୍ଯରୂପେ ଉତ୍ସର୍ଗ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଷଣ୍ଢ ନିମନ୍ତେ ଦେଢ଼ ହିନ ଓ ଅଣ୍ତିରା ମେଷ ନିମନ୍ତେ ଏକ ହିନ ତୈଳମିଶ୍ରିତ ସରୁ ମଇଦା ଆଉ ଶସ୍ୟ ନୈବେଦ୍ୟରୂପେ ଉତ୍ସର୍ଗ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
Odia IRV 2017 (ଓଡିଆ ବାଇବେଲ)
ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ