Numbers 29:35 — Compare Translations

5 translations compared side by side

Odia - 1840
"ଆଉ ଅଷ୍ଟମ ଦିନ ରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବେ। ସହେିଦିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଅଷ୍ଟମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ। ସେହି ଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।