Numbers 29:36 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁଙ୍କୁ ହାମବେଳିରୂପେ ଏକ ଷଣ୍ତ, ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡିକର କୈଣସି ଖୁଣ ନଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁ; ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କୁ ହୋମବଳିରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୈଣସି ଖୁଣ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,